Masthead

ରାସ୍ତାରେ ବନ୍ୟାପାଣି, ଭାସିଗଲେ ଯୁବକ

ଧାମନଗର (ବଡ଼ ଖବର ବ୍ୟୁରୋ): ବାଇକ ସହିତ ଭାସିଗଲେ ଯୁବକ । ଏଭଳି ଘଟଣା ଦେଖିବାକୁ ମିଳିଛି ଧୂଷୁରୀରୁ ଯାଜପୁରକୁ ସଂଯୋଗ କରୁଥିବା ହରିହଂସ ଘୁସୁରା ନିକଟରେ । ଯୁବକଙ୍କ ନାମ ସଞ୍ଜୀବ ପଣ୍ଡା । ତାଙ୍କ ଘର ଯାଜପୁର ଜିଲ୍ଲା କନିକାପଡ଼ା ପଞ୍ଚାୟତର ଖଜିରୀମାଳ ଅଂଚଳରେ । ଭଦ୍ରକରୁ ଏକ ବାଇକ ନେଇ ଗତକାଲି ବିଳମ୍ବିତ ରାତିରେ ନିଜ ଘରକୁ ଫେରୁଥିଲେ । ହେଲେ ସେ ଘରେ ପହଞ୍ଚି ପାରି ନଥିଲେ । ଧୂଷୁରୀରୁ ଯାଜପୁରକୁ ସଂଯୋଗ କରୁଥିବା ରାସ୍ତା ହରିହଂସ ଘୁସୁରା ନିକଟରେ ପ୍ରଖର ସୁଅରେ ଭାସି ଯାଇ ଥିଲେ ଯୁବକ । ଆଜି ସ୍ଥାନୀୟ ଲୋକ ଏକ ବାଇକ୍ ଇଲେକ୍ଟ୍ରି ଖୁଣ୍ଟରେ ଲାଗିଥିବା ଦେଖିଥିଲେ । ପରେ ବାଇକକୁ ଉପରକୁ ଉଠେଇ ଆଣିଥିଲେ । ଏବେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ଖୋଜା ଖୋଜି ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ