Masthead

୨ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଏ.ବରିଡା ଗାଁରେ ଘଟିଛି ଅଭାବନୀୟ ଘଟଣା । ଵକେୟା ଦୁଇ ହଜାର ଟଙ୍କା ପାଇଁ ହତ୍ୟାକାଣ୍ଡ ଘଟିଛି । ଭାଟପଡା ଗ୍ରାମର ଟୁକୁନା ଛଟେଇଙ୍କର ଛୁରିମାଡ଼ରେ ମୃତ୍ୟୁ ହୋଇଛି। ପୋଲିସ ଅଭିଯୁକ୍ତକୁ ଅଟକ ରଖିଛି ।

ଏ.ବରିଡା ଗ୍ରାମରେ ଭାଟପଡା ଗ୍ରାମର ଟୁକୁନା ଛଟେଇ ଠିକାଦାର କାମ କରନ୍ତି । ସେ ଦାଦନ ପାଇଁ ଶ୍ରମିକ ନେବା ଆଣିବା କରିଥାନ୍ତି । ସେହି ଗ୍ରାମର ହରେକୃଷ୍ଣ ସାହୁଙ୍କ ସହିତ କୌଣସି କଥାକୁ ନେଇ ଟୁକୁନାଙ୍କର ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ହରେକୃଷ୍ଣ ଟୁକୁନାକୁ ଛୁରି ଭୂଷି ହତ୍ୟାକରିଥିଲା । ଘଟଣାସ୍ଥଳରେ କବିସୂର୍ଯ୍ୟନଗର ପୋଲିସ ଓ ବାଲିଛାଇ ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛି  । ସେପଟେ ଅଭିଯୁକ୍ତ ହରେକୃଷ୍ଣ ସାହୁକୁ ପୋଲିସ ଅଟକ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ