Masthead

୨ ହଜାର ଟଙ୍କା ପାଇଁ ଯୁବକଙ୍କୁ ହତ୍ୟା

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବାଲିଛାଇ ଫାଣ୍ଡି ଏ.ବରିଡା ଗାଁରେ ଘଟିଛି ଅଭାବନୀୟ ଘଟଣା । ଵକେୟା ଦୁଇ ହଜାର ଟଙ୍କା ପାଇଁ ହତ୍ୟାକାଣ୍ଡ ଘଟିଛି । ଭାଟପଡା ଗ୍ରାମର ଟୁକୁନା ଛଟେଇଙ୍କର ଛୁରିମାଡ଼ରେ ମୃତ୍ୟୁ ହୋଇଛି। ପୋଲିସ ଅଭିଯୁକ୍ତକୁ ଅଟକ ରଖିଛି ।

ଏ.ବରିଡା ଗ୍ରାମରେ ଭାଟପଡା ଗ୍ରାମର ଟୁକୁନା ଛଟେଇ ଠିକାଦାର କାମ କରନ୍ତି । ସେ ଦାଦନ ପାଇଁ ଶ୍ରମିକ ନେବା ଆଣିବା କରିଥାନ୍ତି । ସେହି ଗ୍ରାମର ହରେକୃଷ୍ଣ ସାହୁଙ୍କ ସହିତ କୌଣସି କଥାକୁ ନେଇ ଟୁକୁନାଙ୍କର ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ହରେକୃଷ୍ଣ ଟୁକୁନାକୁ ଛୁରି ଭୂଷି ହତ୍ୟାକରିଥିଲା । ଘଟଣାସ୍ଥଳରେ କବିସୂର୍ଯ୍ୟନଗର ପୋଲିସ ଓ ବାଲିଛାଇ ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛି  । ସେପଟେ ଅଭିଯୁକ୍ତ ହରେକୃଷ୍ଣ ସାହୁକୁ ପୋଲିସ ଅଟକ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା