Masthead

ବ୍ରାହ୍ମଣୀ ନଦୀ ସେତୁରୁ ଡେଇଁ ଯୁବକ ନିଖୋଜ

ବରୀ(ବଡ଼ ଖବର ବ୍ୟୁରୋ): ବ୍ରାହ୍ମଣୀ ସେତୁ ଉପରୁ ଡେଇଁ ଯୁବକ ନିଖୋଜ । ବରୀ ଥାନା ଅଧୀନସ୍ଥ ତିନି ମୁହାଣ ବ୍ରାହ୍ମଣୀ ସେତୁ ଉପରୁ ଏକ ଯୁବକ ଡେଇଁ ପଡି ନିଖୋଜ ଥିବାର ଦୃଶ୍ୟ ଦେଖି ପ୍ରକାଶ କରିଛନ୍ତି ନଦୀ କୁଳରେ ବାସ କରୁଥିବା ବ୍ୟକ୍ତି। ନିଖୋଜ ଯୁବକ ଜଣଙ୍କ ବ୍ରହ୍ମବରଦା ଥାନା ଅଧୀନ ନୀଳକଣ୍ଠ ପୂର ଗ୍ରାମର ପଦ୍ମନାଭ ଦାସଙ୍କ ପୁଅ ମୁନା ଦାସ ୨୧ ବର୍ଷ।

ମୁନା ବରୀ ବ୍ଲକ ଧାରପୂର୍ ପଞ୍ଚାୟତରେ ମାମୁଁ ଘରେ ରହି ଆସୁଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଘଟଣା ସମ୍ପର୍କରେ ଖବର ପାଇ ବରୀ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନଦୀରେ ବହୁ ଖୋଜା ଖୋଜି ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା କୌଣସି ସନ୍ଧାନ ମିଳୁନଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା