Masthead

ବିଦ୍ୟୁତ୍ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ଘରେ ବିଦ୍ୟୁତ ତାର ସଂଯୋଗ କରୁଥିବାବେଳେ ଘଟିଗଲା ଅଘଟଣ । ବିଦ୍ୟୁତ୍ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ । ମୃତ ଯୁବକ ହେଲେ ସ୍ଵପ୍ନେଶ୍ୱର ନାଏକ । ଏଭଳି ଘଟଣା ଘଟିଛି ବଡ଼ବିଲ ଥାନା, ଠାକୁରାଣୀ ଅଞ୍ଚଳର । ସେ ସୁମ୍ରିତ ମେଟାଲିକ୍ସ କାରଖାନାରେ ମେକାନିକାଲ ଡିପାର୍ଟମେଣ୍ଟରେ କାମ କରୁଥିଲେ ।

ସନ୍ଧ୍ୟା ପ୍ରାୟ ୬ ଟା ସମୟରେ ସ୍ଵପ୍ନେଶ୍ୱର ନିଜ ଘରେ ଛିଡିଯାଇଥିବା ବିଦ୍ୟୁତ୍ ତାର ଦୁଇଟିକୁ ସଂଯୋଗ କରୁଥିବା ସମୟରେ ତାଙ୍କୁ କରେଣ୍ଟ ଲାଗିଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବଡ଼ବିଲ ପୋଲିସ୍ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ