Masthead

ରାଜଧାନୀରେ ପୁଣି ଲଜ୍ଜା : ବ୍ୟୁଟି ପାର୍ଲରରେ ଚାକିରି ଦେବାକୁ କହି ଯୁବତୀଙ୍କୁ ଦୁଷ୍କର୍ମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା । ରାଜଧାନୀରେ ଯୁବତୀଙ୍କ ଦୁଷ୍କର୍ମ ଅଭିଯୋଗ । ପିଡିତାଙ୍କ ଅଭିଯୋଗ ପରେ , ବନ୍ଧା ହେଲେ ଅଭିଯୁକ୍ତ । ବ୍ୟୁଟି ପାର୍ଲରରେ ଚାକିରି ଦେବାକୁ କହି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଯୁବତୀ ଜଣଙ୍କ ସାହାସ କରି ଅଭିଯୁକ୍ତ ବିରୋଧରେ ସ୍ୱର ଉଠେଇଥିଲେ । ଏନେଇ ଖଣ୍ଡଗିରି ଥାନାରେ ଯୁବତୀ ଏତଲା ଦେଇଥିଲେ, ପରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା