Masthead

ହାଇଟେକ୍‌ ଟ୍ରାଜେଡି, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ଼ କଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ଼ । ହାଇଟେକ୍‌ ଟ୍ରାଜେଡିକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୁଜାରୀଙ୍କ ଘର ଉପରକୁ ଅଣ୍ଡା ମାଡ଼ ମାଡ଼ କଲା ଛାତ୍ର କଂଗ୍ରେସ । ରାଲିରେ ଆସି ଆନ୍ଦୋଳନ କରିବା ସହ ଭୁବନେଶ୍ବର ସରକାରୀ ବାସଭବନକୁ ଅଣ୍ଡା ମାଡ଼ କଲା ଛାତ୍ର କଂଗ୍ରେସ । ହାଇଟେକ୍ ଲାଇସେନ୍ସ ରଦ୍ଦ ଓ ତିରୁପତି ପାଣିଗ୍ରାହୀଙ୍କ ଗିରଫ ଦାବିକୁ ନେଇ ତାତିଛି ଛାତ୍ର କଂଗ୍ରେସ । ସେପଟେ ହାଇଟେକ୍‌ ବିସ୍ଫୋରଣ ଘଟଣାକୁ ୧୧ ଦିନ ବିତିଥିଲେ ବି ମୃତକଙ୍କ ପରିଚୟକୁ ନେଇ ଏବେ ବି ଅସ୍ପଷ୍ଟ ରହିଛି । ଦିଲୀପ ଓ ଜ୍ୟୋତିଙ୍କ ମୃତ୍ୟୁ ନେଇ ଏବେ କାଠ ଗଡ଼ାରେ ଠିଆ ହୋଇଛି ହାଇଟେକ୍‌ ହସ୍ପିଟାଲ । ଆଉ ଆଜି ସେହି ଘଟଣାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ଼ କରିଛି ଛାତ୍ର କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା