Masthead

ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭବାନୀପାଟଣାରେ ହତ୍ୟାକାଣ୍ଡ । ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ । ଟାଉନଥାନା ପୋଲିସର ପ୍ରାଥମିକ ତଦନ୍ତ ଜାରି । ଭବାନୀପାଟଣା ଘୋଡାଘାଟ ଛକ ନିକଟରେ କିଛି ଯୁବକ ରାତ୍ରି ୧୨ ସମୟରେ କୌଣସି କାରଣ ବଶତଃ ବଚସା ହେବାରୁ ହତ୍ୟାକାଣ୍ଡ ଭିଆଇଥିବା ସୂଚନା ମିଳିଛି । ମୃତ ଯୁବକ ଜଣକ ଭବାନୀପାଟଣା ସହର ଦୟାନିଧି ଛକର ବୋଲି ଜଣାପଡ଼ିଛି। ହତ୍ୟାକାଣ୍ଡର କାରଣ ଆଉ ସମ୍ପୃକ୍ତ ଯୁବକମାନଙ୍କ କାରଣ ଅସ୍ପଷ୍ଟ ଥିବାବେଳେ ଟାଉନଥାନା ପୋଲିସ ପ୍ରାଥମିକ ତଦନ୍ତ ଜାରି ରଖିଛି ‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା