Masthead

ଯୁବକଙ୍କୁ ଗୁଳିକରି ହତ୍ୟା

ବଡ଼ବିଲ  (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ୬ ନମ୍ବର ୱାର୍ଡ ନିକଟ ମନି ଟାୱାର ନିକଟରେ ଗୁଳିକାଣ୍ଡ । ଗୁଳିକାଣ୍ଡରେ ଜଣେ ମୃତ । ମୃତକ ହେଲେ ସୁନୀଲ ସିଂହା । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । କୌଣସି ଦୁର୍ବୃତ୍ତ ସୁନୀଲଙ୍କୁ ଗୁଳି କରିଥିବା ସୂଚନା । ଏପର୍ଯ୍ୟନ୍ତ ମୃତ୍ୟର କାରଣ ଜଣାପଡ଼ିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ