ଯୁବକଙ୍କୁ ଗୁଳିକରି ହତ୍ୟା

ବଡ଼ବିଲ  (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ୬ ନମ୍ବର ୱାର୍ଡ ନିକଟ ମନି ଟାୱାର ନିକଟରେ ଗୁଳିକାଣ୍ଡ । ଗୁଳିକାଣ୍ଡରେ ଜଣେ ମୃତ । ମୃତକ ହେଲେ ସୁନୀଲ ସିଂହା । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି । କୌଣସି ଦୁର୍ବୃତ୍ତ ସୁନୀଲଙ୍କୁ ଗୁଳି କରିଥିବା ସୂଚନା । ଏପର୍ଯ୍ୟନ୍ତ ମୃତ୍ୟର କାରଣ ଜଣାପଡ଼ିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’