Masthead

ବିଜେପି ଛାଡ଼ିଲେ ଜିନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରୁ ଇସ୍ତଫା ଦେଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ । ରାଜ୍ୟ ସଭାପତିଙ୍କୁ ପଠାଇଲେ ଇସ୍ତଫାପତ୍ର । ପରିଶ୍ରମର ମୂଲ୍ୟ ମିଳିନଥିବା ଇସ୍ତଫାପତ୍ର ଦର୍ଶାଇଛନ୍ତି । ଦଳ ପାଇଁ ବର୍ଷ ବର୍ଷ ଧରି କାମ କରିଥିଲେ ମଧ୍ୟ ଦଳ ଅଣଦେଖା କରୁଥିବା ଅଭିଯୋଗ ଆଣି ଦଳ ଛାଡିଛନ୍ତି ଜିନା ।

ଦଳ ପାଇଁ ଝାଳ ବୁହାଇ କାର୍ଯ୍ୟ କରିଥିଲେ ମଧ୍ୟ ଶୀର୍ଷ ନେତୃତ୍ୱଙ୍କ ବିଶ୍ୱାସଭାଜନ ହୋଇପାରିନଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି ଜିନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ