Masthead

ବିଜେପି ଛାଡ଼ିଲେ ଜିନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରୁ ଇସ୍ତଫା ଦେଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ । ରାଜ୍ୟ ସଭାପତିଙ୍କୁ ପଠାଇଲେ ଇସ୍ତଫାପତ୍ର । ପରିଶ୍ରମର ମୂଲ୍ୟ ମିଳିନଥିବା ଇସ୍ତଫାପତ୍ର ଦର୍ଶାଇଛନ୍ତି । ଦଳ ପାଇଁ ବର୍ଷ ବର୍ଷ ଧରି କାମ କରିଥିଲେ ମଧ୍ୟ ଦଳ ଅଣଦେଖା କରୁଥିବା ଅଭିଯୋଗ ଆଣି ଦଳ ଛାଡିଛନ୍ତି ଜିନା ।

ଦଳ ପାଇଁ ଝାଳ ବୁହାଇ କାର୍ଯ୍ୟ କରିଥିଲେ ମଧ୍ୟ ଶୀର୍ଷ ନେତୃତ୍ୱଙ୍କ ବିଶ୍ୱାସଭାଜନ ହୋଇପାରିନଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି ଜିନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ