Masthead

ଅହମ୍ମଦାବାଦରେ ପହଞ୍ଚିଲେ ଗିଲ, ଖେଳିପାରନ୍ତି ପାକିସ୍ତାନ ବିପକ୍ଷ ମ୍ୟାଚ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଡେଙ୍ଗୁ ରୋଗରୁ ସୁସ୍ଥ ହେବାପରେ ଅହମ୍ମଦାବାଦରେ ପହଞ୍ଚିଛନ୍ତି ଶୁଭମନ ଗିଲ । ପାକିସ୍ତାନ ବିପକ୍ଷରେ ଭାରତର ମ୍ୟାଚ ଥିବାରୁ ଅହମ୍ମଦାବାଦରେ ପହଞ୍ଚିଛନ୍ତି ଗିଲ୍ । ଡେଙ୍ଗୁରେ ପୀଡିତ ହେବା ପରେ ଷ୍ଟାର ଓପନର ଗିଲ ଚେନନ୍ନାଇରେ ଚିକିତ୍ସିତ ହେଉଥିଲେ । ସେଥିପାଇଁ ସେ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ ଖେଳିପାରିନଥିଲେ ।

ବର୍ତ୍ତମାନ ଗିଲ ସୁସ୍ଥ ଥିବା ବିସିସିଆଇର ଜଣେ ଅଧିକାରୀ କହିଛନ୍ତି । ଗିଲ ଦଳ ସହ ଅହମ୍ମଦାବାଦ ମଧ୍ୟ ଯାତ୍ରା କରିବେ । ଓ ପାକିସ୍ତାନ ମ୍ୟାଚରେ ସେ ଦଳ ସହ ଉପସ୍ଥିତ ରହିବେ । ଭାରତ ପାକିସ୍ତାନ ମ୍ୟାଚ ପୂର୍ବରୁ ଗିଲ୍ ସୁସ୍ଥ ହୋଇଥିବାରୁ ଚେନ୍ନାଇରୁ ସିଧାସଳଖ ଅହମ୍ମଦାବାଦ ଗସ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ